naugaonblock retweetet

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସୁସ୍ଥ ଓ ଆନନ୍ଦମୟ ଜୀବନ ପାଇଁ ଯୋଗକୁ ଆମ ଦୈନନ୍ଦିନ ଜୀବନର ଅଂଶ କରିବା ସହ ଏହାର ସୁଫଳକୁ ଆହୁରି ସୁଦୂର ପ୍ରସାରୀ କରିବାକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ବାର୍ତ୍ତା ଦେଇଛନ୍ତି। #ଅନ୍ତର୍ଜାତୀୟଯୋଗଦିବସ

OR

































