
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ମହୋଦୟଙ୍କ ତରଫରୁ ମୃତକଙ୍କ ପରିବାରକୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇ ଥିବାରୁ, ସମସ୍ତ ଚିକିଟିବାସୀଙ୍କ ତରଫରୁ ଆନ୍ତରିକ ଧନ୍ୟବାଦ୍ ଓ କୃତଜ୍ଞତା ଜଣାଉଛି ।
CMO Odisha@CMO_Odisha
ଗଞ୍ଜାମ ଜିଲ୍ଲା ଚିକିଟି ତହସିଲର ସନ୍ତୋଷ କୁମାର ମହାରଣା (ପିତା – ଅଭିମନ୍ୟୁ ମହାରଣା)ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷର ସହାୟତା ଘୋଷଣା କରିଛନ୍ତି।
OR














