Heartiest greetings to our sisters and brothers of Odisha on the auspicious occasion of Maha Vishuba Sankranti.
May the blessings of Prabhu Jagannath bring happiness and good health for everyone.
ମହାବିଷୁବ ସଂକ୍ରାନ୍ତିର ପବିତ୍ର ଅବସରରେ ଓଡ଼ିଶାର ଭଉଣୀ ଏବଂ ଭାଇମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।
ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତଙ୍କ ପାଇଁ ସୁଖ ଓ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉI