President Odisha AYUSH Doctors Joint Committee

2 posts

President Odisha AYUSH Doctors Joint Committee

President Odisha AYUSH Doctors Joint Committee

@OADMKC2024

Katılım Kasım 2025
21 Takip Edilen36 Takipçiler
President Odisha AYUSH Doctors Joint Committee
🙏 On behalf of Odisha AYUSH Daktara Milita Kriyaanusthan Committee, sincere thanks to Hon’ble CM Odisha for addressing a 24-year-long demand of NHM AYUSH doctors. Salary enhancement approved — a historic, though partial, step. Gratitude to all concerned.
CMO Odisha@CMO_Odisha

ଜାତୀୟ ସ୍ବାସ୍ଥ୍ୟ ମିଶନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରମାନଙ୍କ ଦରମା ବୃଦ୍ଧି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତରମାନଙ୍କ ଅବଦାନ ପ୍ରତି ଗୁରୁତ୍ବ ଦେଇ ତଥା ସେମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ✅ଆୟୁଷ ଡାକ୍ତରମାନଙ୍କ ଦରମା ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାରରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ✅ଆୟୁଷ ଡାକ୍ତରମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହେବାବେଳେ, ସର୍ବାଧିକ ଦରମା ୯୧,୪୬୭ ଟଙ୍କାରେ ପହଞ୍ଚିଛି ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର ନିୟୋଜିତ ଥିବାବେଳେ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟରେ ଆୟୁଷ ସ୍ବାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। @HFWOdisha @nhmodisha

English
45
106
91
655