Dillip Mohanty

11.7K posts

Dillip Mohanty banner
Dillip Mohanty

Dillip Mohanty

@DillipOdisha

Proud Odia, State Spokes Person - @BJP4Odisha. - https://t.co/wIkmMklgh7.

Odisha Katılım Haziran 2012
186 Takip Edilen6.9K Takipçiler
Dillip Mohanty retweetledi
Narendra Modi
Narendra Modi@narendramodi·
আমি পশ্চিমবঙ্গের জনশক্তির সমুখে আভূমি প্রণত! জনগণের আশীর্বাদই হলো গণতন্ত্রের প্রকৃত শক্তি এবং জনসংকল্পের মহত্তম উৎস।
বাংলা
2.8K
8.8K
54.3K
4.9M
Dillip Mohanty retweetledi
Mohan Charan Majhi
Mohan Charan Majhi@MohanMOdisha·
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ @narendramodi ଜୀ ତାଙ୍କର ‘ମନ୍ କି ବାତ୍’ (#MannKiBaat) କାର୍ଯ୍ୟକ୍ରମରେ ସମ୍ବଲପୁରର ସଫଳ ମହିଳା ମତ୍ସ୍ୟ ଉଦ୍ୟୋଗୀ ଶ୍ରୀମତୀ ସୁଜାତା ଭୂୟାଁଙ୍କ ସଫଳତା ସମ୍ପର୍କରେ ଉଲ୍ଲେଖ କରିଥିବାରୁ ମୁଁ ତାଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଏହା ସମଗ୍ର ଓଡ଼ିଶାବାସୀଙ୍କ ପାଇଁ ଏକ ଗୌରବର ବିଷୟ। ​ଶ୍ରୀମତୀ ଭୂୟାଁ ‘ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା’ (PMMSY) ର ସଦୁପଯୋଗ କରି ହୀରାକୁଦ ଜଳଭଣ୍ଡାରରେ ‘କେଜ୍ କଲ୍‌ଚର’ (Cage Culture) ମାଧ୍ୟମରେ ମାଛ ଚାଷ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ବାର୍ଷିକ ପ୍ରାୟ ୨୫ ରୁ ୩୦ ମେଟ୍ରିକ ଟନ୍ ମାଛ ଉତ୍ପାଦନ ସହ ୮ ରୁ ୧୦ ଲକ୍ଷ ଟଙ୍କା ଆୟ କରି ସେ ଆଜି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ​ଜଣେ ଗୃହିଣୀରୁ ସ୍ଵାବଲମ୍ବୀ ଉଦ୍ୟୋଗୀ ପାଲଟିଥିବା ସୁଜାତାଙ୍କ ଏହି ପ୍ରେରଣାଦାୟୀ ଯାତ୍ରା ରାଜ୍ୟର ଅନ୍ୟ ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ ନିଶ୍ଚିତ ଭାବେ ଉତ୍ସାହିତ କରିବ। ତାଙ୍କର ଏହି ନିରନ୍ତର ଉଦ୍ୟମ ଓ ସଫଳତା ପାଇଁ ମୁଁ ତାଙ୍କୁ ଅଶେଷ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।
OR
6
25
84
4.3K
Dillip Mohanty retweetledi
Narendra Modi
Narendra Modi@narendramodi·
In the #MannKiBaat programme of April 2022, I spoke about the significance of the Madhavpur Mela and its importance in our culture. Do listen…
English
643
2.3K
13.5K
14M
Dillip Mohanty retweetledi
Mohan Charan Majhi
Mohan Charan Majhi@MohanMOdisha·
Called on Shri @NitinNabin Ji, President of the Bharatiya Janata Party @BJP4India , today and held productive discussions on strengthening organisational coordination and accelerating development initiatives in Odisha. Reaffirmed our shared commitment to good governance, inclusive growth, and the welfare of the people of our state
Mohan Charan Majhi tweet mediaMohan Charan Majhi tweet media
English
14
92
529
18.3K
Dillip Mohanty retweetledi
Narendra Modi
Narendra Modi@narendramodi·
It’s a matter of immense honour and pride that today, on the auspicious occasion of Sant Ravidass Jayanti, it has been decided that the Adampur Airport will now onwards be known as Shri Guru Ravidass Maharaj Ji Airport. This is a joyous day for countless people. It is a fitting tribute to the timeless ideals of Shri Guru Ravidass Maharaj Ji. His message of equality, compassion and service continues to motivate us all greatly.
Narendra Modi tweet mediaNarendra Modi tweet mediaNarendra Modi tweet media
English
700
4.2K
34.1K
1.9M
Dillip Mohanty retweetledi
Mohan Charan Majhi
Mohan Charan Majhi@MohanMOdisha·
ସ୍ଵାଧୀନତା ସଂଗ୍ରାମର ଅନ୍ୟତମ ନାୟକ, ଆଜାଦ୍ ହିନ୍ଦ୍ ଫୌଜର ପ୍ରତିଷ୍ଠାତା ତଥା ଓଡ଼ିଶାର ବରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ତଥା ପରାକ୍ରମ ଦିବସ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି l
OR
4
16
80
2.8K
Dillip Mohanty retweetledi
Narendra Modi
Narendra Modi@narendramodi·
Birthday wishes to Odisha’s hardworking Chief Minister Shri Mohan Charan Majhi Ji. He has made outstanding efforts to enhance Odisha’s growth trajectory and empower the youth of the state. Praying for his long and healthy life in service of the people. @MohanMOdisha
English
1.1K
4K
44.5K
12M
Dillip Mohanty retweetledi
Narendra Modi
Narendra Modi@narendramodi·
It is heartening to see Tamil becoming popular among the people of Kashi, which was clearly seen during Kashi Tamil Sangamam. #MannKiBaat
English
541
4.2K
26.5K
930.7K
Dillip Mohanty retweetledi
Narendra Modi
Narendra Modi@narendramodi·
As the RSS marks its centenary, highlighted the rich contribution of the RSS to our nation. #MannKiBaat
English
1.6K
12K
57K
1.6M
Dillip Mohanty retweetledi
Narendra Modi
Narendra Modi@narendramodi·
This festive season, let's celebrate the 'GST Bachat Utsav'! Lower GST rates mean more savings for every household and greater ease for businesses.
Narendra Modi tweet media
English
2.7K
8.4K
47.9K
2.5M
Dillip Mohanty retweetledi
Ravi Tiwari🇮🇳
Ravi Tiwari🇮🇳@Ravitiwariii_·
Listen to these Golden words of Modi ji about life🧡
English
64
1.4K
6.4K
87.1K
Dillip Mohanty retweetledi
CMO Odisha
CMO Odisha@CMO_Odisha·
ଶ୍ରୀ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ତଥା ଶ୍ରୀ ଜଗନ୍ନାଥ ଧାମର ଉନ୍ନତି ପାଇଁ ପ୍ରତିବଦ୍ଧ ରାଜ୍ୟ ସରକାର। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷସାରା ସହରକୁ ଆସୁଥିବା ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ନେଇ ଘୋଷଣା କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha । ଓଡ଼ିଆ ଅସ୍ମିତାର ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ର ପୁରୀରେ ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବ। ଏହା ସହ ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଗବେଷଣା କରିବା ପାଇଁ ଗବେଷଣା କେନ୍ଦ୍ର,ଗ୍ରନ୍ଥାଗାର,ଅତ୍ୟାଧୁନିକ ଅଡିଟୋରିୟମ ଏବଂ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ପ୍ରତିଷ୍ଠା ହେବ।
OR
35
84
604
20.6K
Dillip Mohanty retweetledi
CMO Odisha
CMO Odisha@CMO_Odisha·
ମହାପ୍ରଭୁଙ୍କ ରଥଯାତ୍ରାରେ ଭିଡ଼ଜନିତ ଅଘଟଣ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଜିଲ୍ଲାପାଳ ଓ ଏସ.ପି ଙ୍କ ବଦଳି ନିର୍ଦ୍ଦେଶ, ନୂଆ ଜିଲ୍ଲାପାଳ ହେଲେ ଶ୍ରୀ ଚଞ୍ଚଲ୍ ରାଣା, ଶ୍ରୀ ପିନାକ ମିଶ୍ରଙ୍କୁ ଏସ. ପି ଦାୟିତ୍ବ DCP ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାନ୍ଟ ଅଜୟ ପାଢ଼ୀ ନିଲମ୍ବିତ ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ। ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ପରଲୋକଗତ ଭକ୍ତମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ.ପି ଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବାବେଳେ ନୂତନ ଏସ. ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି । ଏହା ସହିତ DCP ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଶ୍ରୀ ଅଜୟ ପାଢ଼ୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
OR
298
110
1.2K
65.4K
Dillip Mohanty retweetledi
Mohan Charan Majhi
Mohan Charan Majhi@MohanMOdisha·
ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ। ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।
OR
333
104
990
55.3K
Dillip Mohanty retweetledi
Narendra Modi
Narendra Modi@narendramodi·
In Bhubaneswar, I will be attending a programme to mark one year of the BJP Government in the state. Over the last year, numerous pro-people measures have been undertaken, ensuring all-round governance for the people.
English
118
806
2.4K
222.1K
Dillip Mohanty
Dillip Mohanty@DillipOdisha·
लोगों को भरोसा है कि काम तो मोदी ही करेंगे। विकसित भारत बनाने की प्रतिबद्धता सिर्फ भाजपा में है। - प्रधानमंत्री श्री नरेंद्र मोदी
Dillip Mohanty tweet media
हिन्दी
0
0
12
186