Finance Department retweetledi

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଙ୍କୁ ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକମାନେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ଏହି ସାକ୍ଷାତକାର ସମୟରେ ବିଧାୟକମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀରେ ଚାଲୁ ରହିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା, ଉନ୍ନୟନମୂଳକ କାର୍ଯ୍ୟ ଏବଂ ପ୍ରଗତିଶୀଳ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମ୍ପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହ ସବିଶେଷ ଆଲୋଚନା କରିଛନ୍ତି। ଆଞ୍ଚଳିକ ସମସ୍ୟାର ସମାଧାନ ଏବଂ ବିକାଶ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।


OR
























