SUB-COLLECTOR & SDM, ATHMALLIK retweetledi

ଅନୁଗୋଳ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ଆଲୋଚନା କରିଛନ୍ତି। ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇ ରନ୍ଧା ଖାଦ୍ଯ ପ୍ରଦାନ କରାଯାଉଛି।
#OdishaCares @angul_dm



OR





































