Atanu sabyasachi@AtanuMLA·4 Ağuବନ୍ଦେ ଧେନୁ ମାତରମ 🙏 ୮୧ ତମ ବାର୍ଷିକଉତ୍ସବ ତଥା ଚିତାଲାଗି ଅମାବାସ୍ୟା ଅବସରରେ ଅସୁରେଶ୍ୱର ସ୍ଥିତ ଗୋରକ୍ଷଣିରେ ପାଳନ କରାଯାଇଅଛି I ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗଦେଇ ଗୋ ' ମାତାଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ ।Dịch OR51391.1K
Atanu sabyasachi@AtanuMLA·20 Tem(2/2)ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ଓମ୍ ଶାନ୍ତିDịch OR008552
Atanu sabyasachi@AtanuMLA·20 Temଓଡ଼ିଶାର ଗର୍ବ ଓ ଗୌରବ, ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ ଖବର ଜାଣି ମୁଁ ଦୁଃଖିତ। ବିଭିନ୍ନ କିସମର ଧାନ ସଂଗ୍ରହ କରିବା ସହ ଜୈବିକ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ବିରଳ କୃତିତ୍ୱ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।(1/2)Dịch OR4020944
Atanu sabyasachi@AtanuMLA·15 Temପବିତ୍ର ବାହୁଡ଼ା ଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ଭରିଯାଉ, ଏତିକି ପ୍ରାର୍ଥନା🙏Dịch OR30361K
Atanu sabyasachi@AtanuMLA·7 Temବିଶ୍ଵ ପ୍ରସିଦ୍ଧ ପୁରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଅବସରରେDịch OR1039674
Atanu sabyasachi@AtanuMLA·7 Temଜୟ ଜଗନ୍ନାଥ ଜଗନ୍ନାଥ ସ୍ଵାମୀ ନୟନ ପଥଗାମୀ ଭବ ତୁମେ। ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛାDịch OR31491.2K
Atanu sabyasachi@AtanuMLA·5 Temପ୍ରଭୁ ଜଗନ୍ନାଥ ତାଙ୍କର ଅମର ଆତ୍ମାର ସଦଗତି କରିବା ସହିତ ଏହି ଦୁଃଖଦ ସମୟରେ ତାଙ୍କର ସମସ୍ତ ପରିବାରବର୍ଗ ଓ ଅଗଣିତ ସମର୍ଥକଙ୍କୁ ସାହସ ଓ ଧୈର୍ଯ୍ୟ ଦିଅନ୍ତୁ ଏହାହିଁ ମୋର ପ୍ରଭୁଙ୍କ ନିକଟରେ କାମନା । #ଓଁମଶାନ୍ତିDịch OR015278
Atanu sabyasachi@AtanuMLA·5 Temଓଡ଼ିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସୁରେନ୍ଦ୍ର ନାଥ ନାୟକ (ସୁର ଭାଇ) ଙ୍କର ଆଜି ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ। ତାଙ୍କର ବିୟୋଗ କେବଳ ମୋ ପାଇଁ ନୁହଁ ସମଗ୍ର ରାଜନୈତିକ କ୍ଷେତ୍ର ପାଇଁ ଏକ ଅପୂରଣୀୟ କ୍ଷତି।Dịch OR2125731
Atanu sabyasachi@AtanuMLA·22 Hazଆଜି ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଝଙ୍କଡବାସିନୀ ମା' ଶାରଳାଙ୍କୁ ଦର୍ଶନ ପୂର୍ବକ ଆଶିର୍ବାଦ ଭିକ୍ଷl କଲି lDịch OR3136586
Atanu sabyasachi@AtanuMLA·22 Hazପରମ୍ପରା, ଆଧ୍ୟାତ୍ମ୍ୟ, ସଂସ୍କୃତି ଏବଂ ଭକ୍ତିର ସମାଗମରେ ପରିପୂର୍ଣ୍ଣ ଓଡ଼ିଆ ଜାତିର ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କର ସ୍ନାନ ଉତ୍ସବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ, ଏହା ହିଁ କାମନା।Dịch OR4021526
Atanu sabyasachi@AtanuMLA·17 Hazପବିତ୍ର ଇଦ୍-ଉଜ୍-ଜୁହା ପର୍ବ ଉପଲକ୍ଷେ ମୁସଲମାନ ଭାଇ ଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନDịch OR00378431
Atanu sabyasachi@AtanuMLA·14 Hazଓଡ଼ିଆ ସଂସ୍କୃତି ର ଏହି ମହାନ ଗଣପର୍ବ "ପବିତ୍ର ରଜପର୍ବ" ଅବସରରେ ଅନେକ ଅନେକ ଶୁଭେଚ୍ଛା।Dịch OR1026542
Atanu sabyasachi@AtanuMLA·30 Mayନବୀନ ଗ୍ୟାରେଣ୍ଟି-ଓଡ଼ିଶାର ଚାରିଆଡେ ଶଙ୍ଖ ମ୍ୟାଜିକ ବିକଶିତ ଓଡିଶା-ବିକଶିତ ମହାକାଳପଡ଼ା ଶଙ୍ଖ ଚିହ୍ନରେ ଦୁଇ ଥର ଭୋଟ ଦିଅନ୍ତୁDịch OR4119774
Atanu sabyasachi@AtanuMLA·29 Mayଆମ ଚିହ୍ନ ଶଙ୍ଖ ଚିହ୍ନ ପାଟୁଳିପଙ୍କ ପଞ୍ଚାୟତରେ ଅନୁଷ୍ଠିତ କର୍ମୀ ସମ୍ମୀଳନୀରେ ଯୋଗଦେଇ ଯୋଡ଼ି ଶଙ୍ଖ ଚିହ୍ନରେ ଭୋଟ ଦେଇ ନବୀନ ବାବୁଙ୍କ ବିକାଶ ଧାରାକୁ ମହାକାଳପଡ଼ାରେ ଆଗେଇ ନେବା ନିମନ୍ତେ ସହଯୋଗ ଓ ଆଶୀର୍ବାଦ କାମନା କରିଥିଲି lDịch OR104430
Atanu sabyasachi@AtanuMLA·29 Mayଏ ଫୋଟୋ କହେ ଅନେକ କଥା l ମହାକାଳପଡ଼ା ନିର୍ବାଚନ ମଣ୍ଡଳୀର ଭୋଟର ଭାଇ ଭଉଣୀ ମାନଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ l ଶଙ୍ଖ ବାଜିବ ଆଉ ଥରେ ନବୀନ ପଟ୍ଟନାୟକ ପୁଣି ଥରେDịch OR1012384
Atanu sabyasachi@AtanuMLA·29 MayBJD ର ବରିଷ୍ଠ ନେତା ବିଧାୟକ ଦେବୀ ପ୍ରସାଦ ମିଶ୍ର ମହାକାଳପଡ଼ାରେ ବିଜୁ ଜନତା ଦଳର ପ୍ରଚାର କାର୍ଯ୍ୟକ୍ରମରେ ମୋ ସହିତ ସାମିଲ ହୋଇ ଉତ୍ସାହିତ କରିଛନ୍ତିDịch OR10224311
Atanu sabyasachi@AtanuMLA·28 Mayଓଡ଼ିଶାର ପରିଚୟ "ନବୀନଙ୍କ ଦୁଇ ଦଶକ" ଆମର ଚିହ୍ନ ଶଙ୍ଖ ଶଙ୍ଖ ଚିହ୍ନରେ ମହାକାଳପଡ଼ା ବାସୀ ଆଶୀର୍ବାଦ କରନ୍ତୁDịch OR1224358
Atanu sabyasachi@AtanuMLA·28 Mayମୋର ନିବେଦନ ମିଛୁଆଙ୍କ ଯୁଗ ଶେଷ କରନ୍ତୁ : ଶଙ୍ଖ ଚିହ୍ନରେ ଭୋଟ ଦେଇ ଜୟଯୁକ୍ତ କରାନ୍ତୁ @bjd_odishaDịch OR6011334
Atanu sabyasachi@AtanuMLA·27 Mayନବୀନ ଗ୍ୟାରେଣ୍ଟି ଓଡିଶାବାସୀ ଭାରି ଖୁସି:ମୋତେ ଶଙ୍ଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ @bjd_odishaDịch OR0014245