Collector and DM, Jharsuguda
1.7K posts

Collector and DM, Jharsuguda
@dm_jharsuguda
Official Twitter/X Handle of the Collector and District Magistrate, Jharsuguda
Jharsuguda, Odisha Tham gia Haziran 2017
51 Đang theo dõi10.8K Người theo dõi

ଜିଲ୍ଲାରେ କୃଷି ବିବିଧିକରଣ ଏବଂ ଚାଷୀଙ୍କ ଆୟ ବୃଦ୍ଧିକୁ ପ୍ରାଥମିକତା ଦେଇ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣ ଜିଲ୍ଲା ଉଦ୍ୟାନ କୃଷି ବିଭାଗର ବିଭିନ୍ନ ପ୍ରକଳ୍ପ ସମୀକ୍ଷା କରିଛନ୍ତି।
#DistrictHorticulture #Jharsuguda




OR

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ PC & PNDT ଆଇନ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ବେଆଇନ ଲିଙ୍ଗ ନିରୂପଣ ଓ କନ୍ୟା ଭ୍ରୂଣ ହତ୍ୟା ଏବଂ 'ବେଟି ବଚାଓ' ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବାକୁ ଗୁରୁତ୍ୱ ଦିଆଯାଇଛି।
#Jharsuguda #SaveTheGirlChild #PCPNDT


OR

ଝାରସୁଗୁଡ଼ା ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାର ସମସ୍ତ ପୌରାଞ୍ଚଳରେ ଚାଲିଥିବା ବିଭିନ୍ନ ଜନହିତକର ପ୍ରକଳ୍ପର ଅଗ୍ରଗତି ନେଇ ଜିଲ୍ଲାପାଳ ଅନୁଧ୍ୟାନ କରିଥିଲେ।
#Jharsuguda #DistrictAdministration




OR

ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣ ସହରର ବିଭିନ୍ନ ପ୍ରମୁଖ ସ୍ଥାନ ପରିଦର୍ଶନ କରି ଟ୍ରାଫିକ ସମସ୍ୟା ଓ ପରିମଳ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ସମସ୍ତ ବେଆଇନ ଜବରଦଖଲକୁ ତୁରନ୍ତ ହଟାଇବା ପାଇଁ ଜିଲ୍ଲାପାଳ ପୌରପାଳିକା କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
#DistrictCollector



OR

ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣ ମାଲିମୁଣ୍ଡା କ୍ରିକେଟ ଷ୍ଟାଡିୟମ ପରିସର ଗସ୍ତ କରି ନିର୍ମାଣଧୀନ ପ୍ରକଳ୍ପ ଏବଂ ଅତ୍ୟାଧୁନିକ ସ୍ୱିମିଂ ପୁଲ୍ କାର୍ଯ୍ୟର ସମୀକ୍ଷା କରିଛନ୍ତି।
#Jharsuguda #SportsDevelopment #MalimundaStadium #OdishaSports




OR
Collector and DM, Jharsuguda đã retweet

ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମଲେଖାଇବାକୁ ଥିବା ଛାତ୍ରଛାତ୍ରୀମାନେ ଅପ୍ରେଲ ୨ ରେ ଅନୁଷ୍ଠିତ ହେବାକୁ ଥିବା “ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ” ରେ ଯୋଗଦାନ କରିବାପାଇଁ ଝାରସୁଗୁଡା ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଯୋଗ୍ୟ ଛାତ୍ରଛାତ୍ରୀମାନଙ୍କ ଅଭିଭାବକ ମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱାକ୍ଷରିତ ନିମନ୍ତ୍ରଣ ପତ୍ର ପ୍ରଦାନ କରୁଛନ୍ତି।


OR

ବିଶ୍ୱ ଜଳ ଦିବସ ସମାରୋହ-୨୦୨୬ ଅବସରରେ ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରୁଛନ୍ତି।
ସିଧା ପ୍ରସାରଣ ଦେଖିବା ପାଇଁ ନିମ୍ନ ଲିଙ୍କକୁ କ୍ଲିକ୍ କରନ୍ତୁ- youtube.com/live/4Wgu4t7K0…

YouTube

OR

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ #ICDS ର ମାସିକ ସମୀକ୍ଷା ବୈଠକରେ 'ପୋଷଣ ଟ୍ରାକର' ଆପ୍ର ସଫଳ ରୂପାୟନ ଓ ଅଙ୍ଗନବାଡ଼ି ସେବାର ଅଗ୍ରଗତି ଉପରେ ବିସ୍ତୃତ ଆଲୋଚନା କରାଯାଇଛି। ଗର୍ଭବତୀ ଓ ପ୍ରସୂତି ମହିଳାମାନଙ୍କ ପାଇଁ ଉଦ୍ଦିଷ୍ଟ ସେବାର ଗୁଣାତ୍ମକ ମାନ ବୃଦ୍ଧି ସହ ସଠିକ୍ ତଥ୍ୟ ଅପଡେଟ୍ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


OR

ଜିଲ୍ଲାରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ #EMRS ଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ପାଇଁ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ ବିଦ୍ୟାଳୟର ଶୈକ୍ଷିକ ପରିବେଶ ଓ ଭିତ୍ତିଭୂମିର ସମୀକ୍ଷା କରାଯାଇଥିଲା।

OR

DO NOT FORGET to bring:
✅ Multiple copies of your updated Resume/CV.
✅ A few passport-size photographs.
✅ Your original ID proof (Aadhar/Voter ID).
#Jharsuguda #JobDrive #Employment #OdishaJobs #CareerGrowth
English




























